ପୁଣେ: ଯୁବବର୍ଗଙ୍କ ପାଇଁ ନିଯୁକ୍ତି କ୍ଷେତ୍ର ବ୍ୟାପକ ହେବାକୁ ଯାଉଛି । ଦେଶରେ ଏବେ କଣ୍ଟେଣ୍ଟ କ୍ରିଏସନ କ୍ଷେତ୍ର ବୈଶ୍ବିକ ହବରେ ପରିଣତ ହେବ ବୋଲି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁର କହିଛନ୍ତି । ଦେଶରେ ଦ୍ରୁତଗତିରେ ବିକଶିତ ହେଉଥିବା ଡିଜିଟାଲ ଭିତ୍ତିଭୂମି ଏବଂ ଏଭିଜିସି ,ଆନିମେସନ, ଭିଜୁଆଲ ଇଫେକ୍ଟସ, ଗେମିଙ୍ଗ ଓ କମିକ୍ସ କ୍ଷେତ୍ରରେ ଚାଲିଥିବା ପ୍ରଗତି ଭାରତକୁ ବିଶ୍ୱର ପ୍ରମୁଖ ମିଡିଆ, ଓ ଏଣ୍ଟରଟେନମେଣ୍ଟ ର ପୋଷ୍ଟ ପ୍ରଡକ୍ସନ ହବ୍ରେ ପରିଣତ କରିବାକୁ ଦକ୍ଷତା…